ଭାରତୀୟ ଜନତା ପାର୍ଟି (ବିଜେପି) ମେ ୯ ତାରିଖରେ ପଶ୍ଚିମବଙ୍ଗରେ ନୂତନ ସରକାର ଗଠନ ପାଇଁ ଶପଥ ଗ୍ରହଣ କରିବ। ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ। ରବୀନ୍ଦ୍ରନାଥ ଟାଗୋରଙ୍କ ଜନ୍ମ ଦିବସରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ଏ ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ ।

 

Leave a Reply

Your email address will not be published. Required fields are marked *