ଉତ୍ତର ପ୍ରଦେଶ ବାହାରଚିରେ ଗଧିଆ ଆତଙ୍କ ଥମିବାର ନାଁ ଧରୁନି। ପୁଣି ଆଉ ଜଣେ ଶିଶୁକୁ ମାରିଲା ଗଧିଆ। ୩ ବର୍ଷର ଶିଶୁକୁ ଘରୁ ଟାଣି ନେଇ ମାରିଦେଇଛି। ଗଧିଆ ଆକ୍ରମଣରେ ଆଉ୨ ମହିଳା ଆହତ ହୋଇଥିବା ସୂଚନା ମିଳିଛି। ୨ ମାସରେ ୯ ଜଣଙ୍କୁ ମାରିଲେଣି ଗଧିଆ ପଲ। ଏଯାବତ୍ ୪ ଗଧିଆଙ୍କୁ ବନବିଭାଗ ଧରିଥିବା ବେଳେ ଆଉ ଦୁଇଙ୍କୁ ଖୋଜୁଛି।

Leave a Reply

Your email address will not be published. Required fields are marked *