ରାଜ୍ୟ ସରକାରଙ୍କ ବଡ ଘୋଷଣା । ଫେବୃଆରୀରେ ରାଜ୍ୟରେ ଲାଗୁ ହେବ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା । ଆୟୁଷ୍ମାନ ଯୋଜନାରେ ମାଗଣା ସ୍ୱାସ୍ଥ୍ୟ ସେବା ପାଇବେ ସାଢ଼େ ୩ କୋଟି ଲୋକ । ପୁରୁଷଙ୍କ ପାଇଁ ୫ ଲକ୍ଷ ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଚିକିତ୍ସା ସୁବିଧା ମିଳିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଦେଶରେ ୩୦,୦୦୦ ରୁ ଅଧିକ ହସ୍ପିଟାଲରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ କାର୍ଡ କାମ କରିବ । e-KYC ଡାଟାବେସକୁ ଆଧାର କରି କାର୍ଡ ଦିଆଯିବ । ଏକ କୋଟି ପରିବାରର ତଥ୍ୟ ସରକାରଙ୍କ ପାଖରେ ଅଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । Post navigation NTCA ଛାଟ ପରେ ବାଘୁଣୀ ଜିନ୍ନତକୁ ଫେରାଇଲା ପଶ୍ଚିମବଙ୍ଗ ଟୁରିଜମ୍ ହବ୍ ହେବ ଓଡ଼ିଶା