ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ହେବ ନାମାଙ୍କନ

ଦେଶରେ ଚତୁର୍ଥ ପର୍ଯ୍ୟାୟ ତଥା ଓଡିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ ୧୩ ତାରିଖରେ ହେବ । ଏଥିପାଇଁ ଆଜିଠୁ ବିଜ୍ଞପ୍ତି ପ୍ରକାଶ ସହ ଆରମ୍ଭ ହେବ ପ୍ରାର୍ଥୀପତ୍ର ଦାଖଲ । ଆସନ୍ତା ୨୫ ତାରିଖ ଯାଏଁ ନାମାଙ୍କନ ଦାଖଲର ଶେଷ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଲେ ସନ୍ତୋଷ ସିଂ ସାଲୁଜା

କଣ୍ଟାବାଞ୍ଜିରୁ ମୁଖ୍ୟମନ୍ତ୍ରୀ ଲଢ଼ିବା ନେଇ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛ। ସେ କହିଛନ୍ତି ଯେ ନବୀନ ପଟ୍ଟନାୟକଙ୍କୁ ପ୍ରାର୍ଥ କରି ବିଜୁ ଜନତା ଦଳ ଏହା ପ୍ରମାଣ କରୁଛି କଣ୍ଟାବାଞ୍ଜିରେ ବିଜେଡି ପାଖରେ ପ୍ରାର୍ଥୀ ନାହାନ୍ତି। ସେ ଏହା…

ଆତ୍ମବିଶ୍ୱାସ ହରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ବାବୁ : ସମୀର ମହାନ୍ତି

ଭୁବନେଶ୍ୱର: ଥରେ ନୁହେଁ, ପଶ୍ଚିମ ଓଡିଶାବାସୀଙ୍କୁ ବାରମ୍ବାର ଧୋକା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହାଇକୋର୍ଟ ସ୍ପେଶିଆଲ ବେଂଚ ପ୍ରତିଷ୍ଠାଠାରୁ ଆରମ୍ଭ କରି ନୂତନ ଜିଲ୍ଲା ଘୋଷଣା, କଟନୀ ଛଟନୀ ଓ ଧାନର ଅଭାବୀ ବିକ୍ରୀ, ଧାନ କ୍ୱଂଟାଲ ପ୍ରତି…

ପଦ୍ମ ଧରିଲେ ବିଜେଡିର ପ୍ରତିଷ୍ଠାତା ସଦସ୍ୟ ପ୍ରହଲ୍ଲାଦ ତ୍ରିପାଠୀ

ଭୁବନେଶ୍ୱର: ବିଜେଡିର ପ୍ରତିଷ୍ଠାତା ସଦସ୍ୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ନବରଙ୍ଗପୁର ଜିଲ୍ଲାର ପୂର୍ବତନ ସଭାପତି ଏବଂ ସୁସଂଗଠକ ପ୍ରହଲ୍ଲାଦ ତ୍ରିପାଠୀ(ଅର୍ଜୁନ) ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ତ୍ରିପାଠୀ କହିଛନ୍ତି ଯେ, ବ୍ୟକ୍ତିକେନ୍ଦ୍ରୀକ ରାଜନୈତିକ ଦଳ ପାଲଟିଛି ବିଜେଡି…

ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟ ତିଳକ

ଅଯୋଧ୍ୟା: ଆଜି ରାମ ନବମୀ ଅବସରରେ ଅଯୋଧ୍ୟାରେ ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ କପାଳରେ ସୂର୍ଯ୍ୟ କିରଣର ତିଲକ ଲଗାଯାଇଛି। ମନ୍ଦିର ଭିତରେ ରାମ ମୂର୍ତ୍ତି ପ୍ରତିଷ୍ଠା ହେବା ପରେ ଏହା ହେଉଛି ପ୍ରଥମ ରାମ ନବମୀ। ଆଜି ମଧ୍ୟାହ୍ନ ୧୨ଟାରେ…

ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ବି ଲଢ଼ିବେ ନବୀନ ପଟ୍ଟନାୟକ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିର 5ମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଏଥିରେ ଖୋଦ ବିଜେଡି ସଭାପତି ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ। ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରେ ପ୍ରାର୍ଥୀ ହେବେ ବୋଲି ଘୋଷଣା କରାଯାଇଛି। ସେହିପରି…

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ୩ ଦିନ ଯାଏଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି…

ଏବିପି ସି ଭୋଟର ପୋଲ ସର୍ଭେ: ଲୋକସଭା ନିର୍ବାଚନରେ ଓଡିଶାରେ ଆଗରେ ବିଜେପି

ଓଡ଼ିଶାରେ ବିଜେଡିଠାରୁ ଢେର ଆଗୁଆ ବିଜେପି । ABP ସି ଭୋଟର ପୋଲ ସର୍ଭେ ରେ ବିଜେପିକୁ ୧୩ ଓ ବିଜେଡିକୁ ମାତ୍ର ୭ଟି ଏଵଂ କଂଗ୍ରେସକୁ ମାତ୍ର ୧ ଲୋକସଭା ଆସନ ମିଳୁଥିବା ଆକଳନ କରାଯାଇଛି । ପୂର୍ବରୁ ସବୁ…

କେନ୍ଦ୍ର ସହ ମିତ୍ରତା ଯୋଗୁ ବିଜେଡି ହରାଇବ ସଂଖ୍ୟାଲଘୁ ଭୋଟ!

କାହିଁକି ବିଜୁ ଜନତା ଦଳ ନେତୃତ୍ୱ ଚିନ୍ତିତ ହେବାକୁ ବାଧ୍ୟ? ବାରମ୍ବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଚେହେରା ଏବଂ ଉଚ୍ଚାରଣରେ ବିବ୍ରତ ଭାବ ଫୁଟି ଉଠୁଛି? ପ୍ରାର୍ଥୀ ମନୋନୟନ ପର୍ବର ପ୍ରଥମ ପର୍ଯ୍ୟାୟରେ ଭାରତୀୟ ଜନତା ପାର୍ଟି କିଛି ଚାପର ସମ୍ମୁଖୀନ…

ବିଜେଡିରେ ଯୋଗଦେଲେ ସମ୍ବଲପୁର ସାଂସଦଙ୍କ ପତ୍ନୀ ଅରୁନ୍ଧତୀ ଦେବୀ

ଭୁବନେଶ୍ବର: ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ…