କୁସ୍ତି ପ୍ରତିଯୋଗିତାରେ ସେମିଫାଇଲାରେ ପହଞ୍ଚିଲେ ଅମନ ସହରାୱତ । ୫୭ କିଲୋଗ୍ରାମ ବର୍ଗର କ୍ୱାର୍ଟର ଫାଇନାଲରେ ଆଲବେନିଆର ଜେଲିମଖାନ ଏବକୋରଭଙ୍କୁ ପରାସ୍ତ କରି ସେମି ଫାଇନାଲରେ ପ୍ରବେଶ କରିଛନ୍ତି ।ଅଲବାନିଆର ପ୍ରତିଦ୍ବନ୍ଦୀଙ୍କୁ ୧୨-୦ରେ ହରାଇଛନ୍ତି ।

ଅମନ ସେହରାୱତ ସେମିଫାଇନାଲରେ ଜାପାନର ରି ହିଗୁଚିଙ୍କୁ ସାମନା କରିବେ । ଏହି ମୁକାବିଲା ଭାରତୀୟ ସମୟ ଅନୁସାରେ ରାତି ୯.୪୫ ମିନିଟରେ ଖେଳାଯିବ ।

Leave a Reply

Your email address will not be published. Required fields are marked *