ରାଜ୍ୟରେ ଲାଗିରହିଛି ବର୍ଷା। ଆହୁରି ୩ ଦିନ ପ୍ରବଳ ବର୍ଷା । ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ପାଇଁ ରାଜ୍ୟର ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା ଓ କୋରାପୁଟକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *