ଅସାମାଜିକଙ୍କ ଦୁର୍ବ୍ୟବହାର ଓ ଅଶ୍ଳୀଳ ଆଚରଣକୁ ନେଇ ବାର ଗର୍ଲଙ୍କ ଉପରେ କଟକଣା ଲାଗୁ ହୋଇଛି। ଅବକାରୀ ବିଭାଗ ଏହି କଟକଣା କରିଛି। ଆଉ ବାରରେ ନାଚି ପାରିବେନି ଯୁବତୀ । ବାର ଗର୍ଲଙ୍କୁ ନିର୍ଯ୍ୟାତନା ଓ ଗଣ୍ଡଗୋଳକୁ ନେଇ ଦୃଢ଼ ପଦକ୍ଷେପ ନିଆଯିବ। ନିୟମ ଉଲଙ୍ଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *