Youth Crushed to Death as Ama Bus Runs Over Bike
ପୁଣି ରାଜଧାନୀରେ ଜୀବନ ନେଲା ଆମ ବସ୍ । ବାଣୀବିହାର, ସତସଙ୍ଗ ବିହାର ଛକରେ ବାଇକ ଆରୋହୀଙ୍କୁ ଧକ୍କା ଦେଲା ଆମ ବସ୍ । ଆମ ବସ୍ ମାଡିଯିବାରୁ ଘଟଣା ସ୍ଥଳରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି ।
 
ଏନେଇ ସେଠାରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ବସଟିକୁ ଅଟକାଇବା ସହ ରାସ୍ତା ଅବରୋଧ କରିଛନ୍ତି ।
 
ପୂର୍ବରୁ, ରାଜଧାନୀରେ ମୋ ବସ୍‌ ବାରମ୍ବାର ଦୁର୍ଘଟଣା ଘଟାଉଥିବାବେଳେ ଓଡ଼ିଶା ମାନବାଧିକାର ଆୟୋଗଙ୍କ ନିକଟରେ ଅଭିଯୋଗ ପହଞ୍ଚିଛି । ଥରେ କି ଦୁଇଥର ନୁହେଁ ବରଂ ବାରମ୍ବାର ଦୁର୍ଘଟଣାଗ୍ରସ୍ତ ହେଉଛି ମୋ ବସ୍‌ । ଏବେ ପ୍ରଶ୍ନ, କାହିଁକି ବାରମ୍ବାର ଦୁର୍ଘଟଣାଗ୍ରସ୍ତ ହେଉଛି ମୋ ବସ୍‌?
 

By Nirvay

Leave a Reply

Your email address will not be published. Required fields are marked *