କବିସୂର୍ଯ୍ୟନଗର ଥାନାରେ ପୋଲିସର ଥାର୍ଡ ଡିଗ୍ରୀ ନିର୍ଯ୍ୟାତନାରେ ଜଣେ ଦିବ୍ୟାଙ୍ଗ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ସୁବୁଳିଆ ଗ୍ରାମର ସୁଶାନ୍ତ ସାହୁ (୩୨) । ଅଭିଯୋଗ ପରେ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି। ଗଞ୍ଜାମ ଏସ୍ ପି ହରିଶ ବି ସି ଙ୍କୁ ତଦନ୍ତ ଦାୟିତ୍ୱ ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନୀତିଶେଖର। Post navigation Centre appoints 5 New Judges to SC; strength rises to 37