ମହିଳାଙ୍କୁ ବ୍ଲାକମେଲ ଅଭିଯୋଗରେ ୟୁଟ୍ୟୁବର ଚନ୍ଦନ କର ଗିରଫ କରାଯାଇଛି। ଭୁବନେଶ୍ବର ମହିଳା ଥାନା ପୁଲିସ ୟୁଟ୍ୟୁବର ଚନ୍ଦନ କରଙ୍କୁ ଗିରଫ କରିଛି। ଅନ୍ତରଙ୍ଗ ଭିଡିଓକୁ ମହିଳାଙ୍କ ସ୍ୱାମୀଙ୍କୁ ଦେଖାଇବେ କହି ବ୍ଲାକମେଲ୍ କରୁଥିବା ଅଭିଯୋଗରେ ଗିରଫ ହୋଇଥିବା ସୂଚନା ।

ସୁଚନମୁତବକ, ପୂର୍ବତନ ପ୍ରେମିକାଙ୍କୁ ବ୍ଲାକମେଲ ଅଭିଯୋଗରେ ୟୁଟ୍ୟୁବର ଚନ୍ଦନ କରକୁ ଗିରଫ କରିଛି ମହିଳା ଥାନା ପୋଲିସ। ଅନ୍ତରଙ୍ଗ ଭିଡ଼ିଓ ତାଙ୍କ ସ୍ବାମୀଙ୍କୁ ଦେଖାଇବେ କହି ୟୁଟ୍ୟୁବର ଚନ୍ଦନ କର ସମ୍ପୃକ୍ତ ମହିଳାଙ୍କୁ ବ୍ଲାକମେଲ କରୁଥିଲେ। ମହିଳା ଥାନା ପୁଲିସ ନିକଟରେ ଅଭିଯୋଗ ହେବା ପରେ ତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *