୧୮ ଦିନିଆ ରିମାଣ୍ଡରେ ଗଲା ମୁମ୍ବାଇ ଆତଙ୍କୀ ଆକ୍ରମଣ ଅଭିଯୁକ୍ତ ତହୱୁର ରାଣା
୧୮ ଦିନିଆ ରିମାଣ୍ଡରେ ଗଲା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହୱୁର ହୁସେନ ରାଣା । NIA ହେଡକ୍ୱାର୍ଟରେ ଥିବା ସ୍ୱତନ୍ତ୍ର ସେଲରେ ରାଣାକୁ ଜେରା କରାଯିବ । ଏହି ୧୮ ଦିନ ମଧ୍ୟରେ ରାଣାଠାରୁ ମୁମ୍ବାଇ ଆତଙ୍କୀ ଆକ୍ରମଣର…
ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
କଟକ ତଳ ବାଲିଯାତ୍ରା ପଡିଆରେ “ଆୟୁଷ୍ମାନ ଭାରତ” ଯୋଜନାର ଶୁଭାରମ୍ଭ ହେବାକୁ ଥିବାବେଳେ ଯାନବାହନର ସୁନିୟନ୍ତ୍ରିତ ଚଳାଚଳ ତଥା ଜନସାଧାରଣଙ୍କ ସୁଗମନାଗମନ ନିମନ୍ତେ ପୋଲିସ କମିସନରେଟ୍ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି କଟକଣା ତା. ୧୧.୦୪.୨୦୨୫ ରିଖ ଦିନ…
ଭୁବନେଶ୍ୱରରେ ବ୍ରାଉନସୁଗାର ବେପାରୀକୁ ଏନ୍କାଉଣ୍ଟର୍
ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ପୋଖରୀପୁଟରୁ ଖଣ୍ଡଗିରିକୁ ଯାଉଥିବା ବେଳେ ବ୍ରାଉନସୁଗାର ବେପାରୀ ଶେଖ୍ ଜାମସେଦ୍କୁ ଏନ୍କାଉଣ୍ଟର୍ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍ । ଏନ୍କାଉଣ୍ଟର୍ରେ ନିଶା ମାଫିଆ ଶେଖ୍ ଜାମସେଦ୍ର ଗୋଡ଼ରେ ଦୁଇଟି ଗୁଳି ବାଜିିଛି । ଗୁରୁତର ଅବସ୍ଥାରେ ଜାମସେଦ୍କୁ…
ଅମୃତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ପ୍ରମୁଖ ଷ୍ଟେସନର ହେବ ନବୀକରଣ
କେନ୍ଦ୍ରୀୟ ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ଆଧୁନିକୀକରଣ କରିବା ପାଇଁ ଏକ ପରିବର୍ତ୍ତନଶୀଳ ପଦକ୍ଷେପ ସ୍ୱରୂପ, ଭାରତୀୟ ରେଳବାଇ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ପ୍ରମୁଖ ଷ୍ଟେସନଗୁଡ଼ିକର ଏକ ବ୍ୟାପକ ପୁନଃବିକାଶ ଆରମ୍ଭ କରିଛି । ଲକ୍ଷ ଲକ୍ଷ ଲୋକଙ୍କ ଯାତ୍ରା…
ଏକକାଳୀନ ୨୮ ଜଣ ଆଇଏଏସ ଅଧିକାରୀଙ୍କର ବଦଳି ସହ ହେଲା ପଦୋନ୍ନତି
ଆଇଏଏସ ସ୍ତରରେ ହେଲା ବଡ଼ ଧରଣର ଅଦବଦଳ । ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ପଦୋନ୍ନତି ପରେ ନିଯୁକ୍ତି ଦେଇଛନ୍ତି ସରକାର। ଏକକାଳୀନ ୨୮ ଜଣ ଆଇଏଏସଙ୍କୁ ବଦଳି ସହିତ ପଦୋନ୍ନତି ନେଇ ଆଜି ସାଧାରଣ ପ୍ରଶାସନ ପକ୍ଷରୁ…
ଏସଟିଏଫ ହାତରେ ଲାଗିଛି ୫୦୦ ଟଙ୍କିଆ ଜାଲ୍ ନୋଟ୍; ୨ ଗିରଫ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡରୁ ଜବତ ହୋଇଛି ୫୦,୦୦୦ ଟଙ୍କାର ୫୦୦ ଟଙ୍କିଆ ଜାଲ ନୋଟ୍ । ଏସମ୍ପର୍କରେ ଭୁବନେଶ୍ୱର STF ଏବଂ ଟିଟିଲାଗଡ଼ ପୋଲିସ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ସ୍ପେଶାଲ ଟାସ୍କ ଫୋର୍ସ ଦ୍ୱାରା ୫୦,୦୦୦ ଟଙ୍କାର…
ପୁଣି ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ହେଲେ ଧୋନି
ଆଇପିଏଲ ୨୦୨୫ ରେ ପୁଣି ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ଦାୟିତ୍ୱ ସମ୍ଭାଳିବେ ମହେନ୍ଦ୍ର ସିଂହ ଧୋନୀ । ଏନେଇ ଚେନ୍ନାଇ କୋଚ୍ ଷ୍ଟିଫେନ୍ ଫ୍ଲେମିଂ ସ୍ପଷ୍ଟ କରିଛନ୍ତି । କ୍ୟାପଟେନ୍ ଋତୁରାଜଙ୍କ କହୁଣିରେ ଗଭୀର ଆଘାତ ଲାଗିଛି । ଫଳରେ…
ଭାରତ ପହଞ୍ଚିବା ପରେ ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତହବୁର ରାଣା ଗିରଫ
୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହୱୁର ହୁସେନ ରାଣା ଆଜି ଆମେରିକାରୁ ପ୍ରତ୍ୟର୍ପିତ ହୋଇ ଭାରତ ପହଞ୍ଚିବା ପରେ ଔପଚାରିକ ଭାବେ ତାକୁ ଏନଆଇଏ (NIA) ଗିରଫ କରିଛି । ତାକୁ ସିଧାସଳଖ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମୁଖ୍ୟାଳୟକୁ…
ଅଲିମ୍ପିକ୍ସରେ ସାମିଲ ହେଲା କ୍ରିକେଟ
୧୯୦୦ ମସିହା ପରେ ପ୍ରଥମ ଥର ୨୦୨୮ ଲସ ଏଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯିବ। ଦୀର୍ଘ ୧୨୮ ବର୍ଷର ବ୍ୟବଧାନ ପରେ ଅଲିମ୍ପିକ୍ସକୁ କ୍ରିକେଟ୍ ଫେରିବ । ଏଥିରେ ପୁରୁଷ ଓ ମହିଳା ବର୍ଗରେ ଛଅ ଛଅ ଟିମ୍ ସ୍ୱର୍ଣ୍ଣ…
ୱକ୍ଫ ଭୋଟିଂକୁ ନେଇ ସବୁ ରହସ୍ୟମୟ: ଅମର ଶତପଥୀ
ଓ୍ବାକଫ୍ ଆଇନ ନେଇ ବିଜେଡିର ମତ, ଏବେ ରାଜ୍ୟ ରାଜନୀତିକୁ ଚଳଚଞ୍ଚଳ କରିଛି । ଦିନକୁ ଦିନ ଏହାକୁ ନେଇ ସ୍ଥିତି ବହୁତ ସଙ୍ଗୀନ ହୋଇ ପଡିଛି । ଏହା ମଧ୍ୟରେ ୱାକଫ ଘଟଣାବଳୀକୁ ରହସ୍ୟମୟ କହିଛନ୍ତି ଅମର ଶତପଥୀ ।…