Latest Post

ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳର ୮ ଟି ଜିଲ୍ଲାର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଠାରେ ଚଳିତ ମାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦକ୍ଷିଣାଞ୍ଚଳ ଗସ୍ତ କରି ସମସ୍ତ ଆଠଗୋଟି ଜିଲ୍ଲାର ଅଭିଯୋଗ ଶୁଣାଣି କରିବେ । ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇ…

କଟକରେ ବ୍ରିଜ୍‌ ସ୍ଲାବ ଭୁଶୁଡ଼ି ୩ ମୃତ; ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକରେ ଆଜି ବଡ ଅଘଟଣ ଘଟିଛି । କଟକର ଖାନନଗରରେ ନିର୍ମାଣଧୀନ ଏକ ବ୍ରିଜର କାମ ଚାଲିଥିବା ବେଳେ କ୍ରେନ୍‌ ଭାଙ୍ଗିଯିବାରୁ ସ୍ଲାବ୍‌ ଖସିପଡିବା ଯୋଗୁଁ ସ୍ଲାବ୍ ତଳେ ଚାପି ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।…

ବିଧାୟକ ଯୋଗେଶ ସିଂଙ୍କୁ ଉଠାଇ ନେଲା ପୋଲିସ

ସୁନ୍ଦରଗଡ଼ ଜିଲ୍ଲା ବରପାଲିରେ ପ୍ରସ୍ଥାବିତ ରେଲୱେ ସାଇଡିଙ୍ଗକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ ଜନ ଆନ୍ଦୋଳନ ଚାଲିଥିବାବେଳେ ଆନ୍ଦୋଳନରେ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂ ସାମିଲ ହୋଇଥିଲେ । ତେବେ ଯୋଗେଶଙ୍କ ସହ ପ୍ରାୟ ୨୦ ଜଣଙ୍କୁ ଆଜି ହେମଗିରି…

ବରଗଡ଼ ଛାତ୍ରୀ ମାଟ୍ରିକ ପରୀକ୍ଷାରେ ଓଡ଼ିଶା ଟପ୍ପର

ବରଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବବିତା ରଥ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୬୦୦ ରୁ ୫୮୪ମାର୍କ (୯୭.୩୩ ପ୍ରତିଶତ) ରଖି ରାଜ୍ୟରେ ଟପ୍ପର ହୋଇଛନ୍ତି । ବବିତା ମାତୃଭାଷା ଓଡିଆରେ ୯୭, ସଂସ୍କୃତରେ ୯୮, ଇଂରାଜୀରେ ୯୮, ଗଣିତରେ…

ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନୋଟିସ୍ ସୂଚନା

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ତଦନ୍ତ ନିର୍ଦ୍ଦେଶ ଅନୁଯାୟୀ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନୋଟିସ୍ ହୋଇଥିବା ସୂଚନା ମିଳିଛି । ବଙ୍ଗୀୟ ଚ୍ୟାନେଲକୁ ମନ୍ତବ୍ୟ ନେଇ ରାମକୃଷ୍ଣଙ୍କୁ ଶ୍ରମନ୍ଦିରର ମୁଖ୍ୟ ପ୍ରଶାସକ ପଚରାଉଚରା କରିବାର ସମ୍ଭାବନା ଅଛି ।…

ମେଡିକାଲ୍‌ କଲେଜ୍ ସିଟ୍‌ ବିକ୍ରି ଘଟଣାରେ ୪ ଦଲାଲଙ୍କୁ ଗିରଫ କରିଛି କମିଶନରେଟ ପୋଲିସ

ଆସନ୍ତାକାଲି ନିଟ୍‌ ପରୀକ୍ଷା ଥିବାବେଳେ ଆଜି ମେଡିକାଲ୍ କଲେଜ୍ ସିଟ୍ ବିକ୍ରି ନେଇ ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାସ୍ କରିଛି କମିଶନରେଟ ପୋଲିସ । ଭୁବନେଶ୍ୱର ପାତ୍ରପଡା ଅଞ୍ଚଳରେ ମେଡିକାଲ୍ କଲେଜ୍ ସିଟ୍ ବିକ୍ରି ଘଟଣାରେ ୪ ଦଲାଲଙ୍କୁ ଗିରଫ କରିଛି ସ୍ପେଶାଲ…

ଭାରତୀୟ ବନ୍ଦରକୁ ପାକିସ୍ତାନ ଜାହାଜ ଆସିବା ମନା

ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାରଙ୍କ କଡ଼ା ଆଭିମୁଖ୍ୟ । ଆକାଶପଥ ଓ ସ୍ଥଳପଥ ପରେ ଜଳପଥରେ ପାକିସ୍ତାନ ପାଇଁ ଭାରତ ଲଗାଇଲା କଟକଣା । ଭାରତୀୟ ବନ୍ଦରକୁ ପାକିସ୍ତାନୀ ଜାହାଜ ଆସିବା…

ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣର ଦାବି କଲା ପାକିସ୍ତାନ

ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ ଆଜି ପାକିସ୍ତାନ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିବା ଦାବି କରିଛି । ଏହି ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ନାମ ‘ଅବଦାଲି ୱିପନ ସିଷ୍ଟମ’ ।…

ବିଶ୍ୱରେ ଗୋଟିଏ ଜଗନ୍ନାଥ ଧାମ, ସେ ହେଉଛି ପୁରୀ: ସମ୍ବିତ ପାତ୍ର

ପଶ୍ଚିମବଙ୍ଗର ଦୀଘାରେ ଶ୍ରୀଜଗନ୍ନାଥ ମନ୍ଦିରକୁ ‘ଜଗନ୍ନାଥ ଧାମ’ କହିବା ବିବାଦକୁ ନେଇ ପ୍ରତିକ୍ରିୟା ରଖି ପୁରୀ ସାଂସଦ ସମ୍ବିତ ପାତ୍ର ଦୃଢ଼ ପ୍ରତିବାଦ କରିଛନ୍ତି । ସେ କହିଛନ୍ତି ଯେ ସାରା ବିଶ୍ୱରେ ଗୋଟିଏ ଜଗନ୍ନାଥ ଧାମ ରହିଛି । ଜଗନ୍ନାଥ…

ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଜୁନ୍ ୧୭ ସୁଦ୍ଧା ଆସିବ ଚୂଡ଼ାନ୍ତ ରାୟ

ଜୁନ୍ ୧୭ ସୁଦ୍ଧା ଆସିବ ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଚୂଡ଼ାନ୍ତ ରାୟ । ଆଜି ପୁଞ୍ଜିଲାଲଙ୍କ ସପକ୍ଷରେ ପଡ଼ୋଶୀ ଜିତେନ୍ ପଟେଲଙ୍କ ସାକ୍ଷ୍ୟଗ୍ରହଣ ହୋଇଥିବାବେଳେ ଆସନ୍ତା ୫ ତାରିଖରେ ପ୍ରତିପକ୍ଷଙ୍କ ସାକ୍ଷ୍ୟଗ୍ରହଣ ନେଇ ଶୁଣାଣି ହେବ…