ଜାତିଭିତ୍ତିକ ଜନଗଣନାକୁ ମିଳିଲା ଅନୁମତି 

ଆସନ୍ତା ଜନଗଣନାରେ ଜାତିଭିତ୍ତିକ ଜନଗଣନାକୁ ସାମିଲ୍ କରାଯିବ । ବୁଧବାର କ୍ୟାବିନେଟ ବୈଠକ ପରେ ଜାତିଭିତ୍ତିକ ଜନଗଣନାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର ।କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳର ରାଜନୈତିକ ବ୍ୟାପାର ସମିତି (CCPA) ଏହି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି। ୨୦୨୫ରୁ…

ମନୀଷ ସିସୋଦିଆ ଓ ସତ୍ୟେନ୍ଦ୍ରଙ୍କ ନାଁରେ ବଡ଼ ଦୁର୍ନୀତି ମାମଲା

ପୁଣି ଆପ୍ ନେତାଙ୍କୁ ଘାରିଲା ଗିରଫଦାରୀ ଭୟ । ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆ ଓ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ନାଁରେ ମାମଲା । ସ୍କୁଲ୍‌ ଗୃହ ନିର୍ମାଣରେ ୨…

ଭାରତରେ ରହିଯାଇଥିବା ପାକ୍ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି

ଭାରତରେ ରହିଯାଇଥିବା ପାକ୍‌ ନାଗରିକଙ୍କ ପାଇଁ ମିଳିଛି ଆଶ୍ବସ୍ତି । ମେ’ ୧୦ରୁ ଜୁଲାଇ ୧୦ ଭିତରେ ପୁନଃ ଭିସା ଆବେଦନ।ଦୀର୍ଘକାଳୀନ ଭିସା (ଏଲଟିଭି) ପୁନଃ ଆବେଦନ କରିପାରିବେ ପାକ୍‌ ନାଗରିକ । eFRRO ପୋର୍ଟାଲ୍‌ରେ କରିପାରିବେ ଭିସା ଆବେଦନ ।…

ଅବକାରୀ ଅଧୀକ୍ଷକଙ୍କ ବିପୁଳ ସମ୍ପତ୍ତି ଠାବ; ୨ଟି ବହୁତଳ କୋଠା ରହିଛି ୮ଟି ଦାମୀ ପ୍ଲଟ୍

ଢେଙ୍କାନାଳ ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକଙ୍କ ବିପୁଳ ସମ୍ପତ୍ତି ଠାବ। ୨ଟି ବହୁତଳ କୋଠା, ୮ଟି ଦାମୀ ପ୍ଲଟ୍, ୨ଟି ୪ ଚକିଆ ଯାନ ଠାବ । କଟକ ଜିଲ୍ଲାର ଜଗତପୁର ଠାରେ ୪ହଜାର ୬୫୫ ବର୍ଗଫୁଟର ଏକ ତିନି ମହଲା…

ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ ପୁନର୍ଗଠନ

ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ (NSAB)ର ପୁନର୍ଗଠନ । ନୂଆ ଅଧ୍ୟକ୍ଷ ହେଲେ ପୂର୍ବତନ R&AW ମୁଖ୍ୟ ଆଲୋକ ଯୋଶୀ । । ଜମ୍ମୁ-କାଶ୍ମୀରର ପହଲଗାମରେ ହିନ୍ଦୁମାନଙ୍କ ହତ୍ୟାକାଣ୍ଡ ପରେ ବିଭିନ୍ନ ପଦକ୍ଷେପ ନେଇଛନ୍ତି ସରକାର । ଜାତୀୟ ସୁରକ୍ଷା ପରାମର୍ଶଦାତା…

ଡ୍ରପ୍‌ ଆଉଟ୍‌ ରୋକିବାକୁ ରାଜ୍ୟ ସରକାରଙ୍କ ପଦକ୍ଷେପ; ଆଜିଠାରୁ ମେ’ ୫ ତାରିଖ ଯାଏଁ ଚାଲିବ ସର୍ଭେ

ଡ୍ରପ୍‌ ଆଉଟ୍‌ ରୋକିବାକୁ ରାଜ୍ୟ ସରକାରଙ୍କ ପଦକ୍ଷେପ । ଅଧା ପାଠ ଛାଡ଼ିଥିବା ପିଲାଙ୍କୁ ଦିଆଯିବ ଅଧିକ ଗୁରୁତ୍ୱ । କେଉଁ କାରଣରୁ ଅଧାରୁ ପାଠ ପଢ଼ା ଛାଡ଼ିଲେ? ତାର କାରଣ ଖୋଜିବେ ଶିକ୍ଷକ । ଘରକୁ ଘର ବୁଲି ସର୍ଭେ…

ପ୍ରକାଶ ପାଇଲା ଦଶମ ଆଇସିଏସ୍‌ଇ ଓ ଦ୍ୱାଦଶ ଆଇଏସ୍‌ସି ରେଜଲ୍ଟ

ପ୍ରକାଶ ପାଇଲା ଦଶମ ଆଇସିଏସ୍‌ଇ ଓ ଦ୍ୱାଦଶ ଆଇଏସ୍‌ସି ରେଜଲ୍ଟ । କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ୱେବସାଇଟ୍‌ରେ ରେଜଲ୍ଟ ପ୍ରକାଶ । ଏହି ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ cisce.org, results.cisce.org ଏବଂ DigiLocker ରେ…

ଚାଷୀଙ୍କ ଆକାଉଣ୍ଟ୍‌କୁ ଆସିଲା ସିଏମ୍‌ କିଷାନ ଟଙ୍କା

ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କ ଆକାଉଣ୍ଟ୍‌କୁ ଆସିଲା ସିଏମ୍‌ କିଷାନ ଟଙ୍କା । ସିଏମ୍‌ କିଷାନ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୧ ହଜାର କୋଟିରୁ ଅଧିକ ଟଙ୍କା । ନୂଆଖାଇ…

ହୋଟେଲରେ ଭୟାବହ ଅଗ୍ନିକାଣ୍ଡ; ୧୪ ଜଣଙ୍କ ମୃତ୍ୟୁ

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ। କୋଲକାତାର ବାରାବଜାର ଅଞ୍ଚଳର ମାଛୁଆ ଫାଲ ମଣ୍ଡି ନିକଟରେ ଥିବା ଋତୁରାଜ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ…

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ହେବେ ଭାରତର ପରବର୍ତ୍ତି ମୁଖ୍ୟ ବିଚାରପତି

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସିଜେଆଇ ସଞ୍ଜିବ ଖାନ୍ନାଙ୍କ କାର୍ଯ୍ୟକାଳ ମେ ୧୩ ରେ ଶେଷ ହେଉଛି । ତେଣୁ ଜଷ୍ଟିସ୍ ଗଭାଇ ମେ…