ଇ-କମର୍ସ ପ୍ଲାଟ୍‌ଫର୍ମରୁ ପାକିସ୍ତାନୀ ପତାକା ଓ ସାମଗ୍ରୀ ବିକ୍ରି ହଟାଇବାକୁ CCPA ର ନୋଟିସ୍

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପୁଣିଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ । ପାକିସ୍ତାନ ସହ ଆମଦାନୀ ଓ ରପ୍ତାନୀ କାରବାର ସଂପୂର୍ଣ୍ଣ ବନ୍ଦ କରିବା ପରେ ଆଜି ଇ-କମର୍ସ ପ୍ଲାଟ୍‌ଫର୍ମରୁ ପାକିସ୍ତାନୀ ପତାକା ଓ ସାମଗ୍ରୀ ବିକ୍ରି ହଟାଇବାକୁ…

ଛତିଶଗଡ଼ର ‘ଅପରେସନ୍ ବ୍ଲାକ୍‌ ଫରେଷ୍ଟ୍’ ରେ ୩୧ ମାଓବାଦୀ ମୃତ

ଛତିଶଗଡ଼-ତେଲେଙ୍ଗାନା ସୀମାନ୍ତ ବିଜାପୁର କରେଗୁଟ୍ଟା ଜଙ୍ଗଲରେ ଯବାନଙ୍କ ଅପରେସନ୍‌ ବ୍ଲାକ୍‌ ଫରେଷ୍ଟ୍ ନେଇ CRPF ଡିଜି ଜ୍ଞାନେନ୍ଦ୍ର ପ୍ରତାପ ସିଂଙ୍କ ସୂଚନା । ଯବାନଙ୍କ ଏନକାଉଣ୍ଟରରେ ୩୧ ରୁ ଅଧିକ ମାଓବାଦୀ ନିହତ ହୋଇଛନ୍ତି । କାରେଗୁଟ୍ଟା ପାହାଡ଼ର ଜଙ୍ଗଲରେ ସର୍ଚ୍ଚ…

୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କ୍ୟାବିନେଟ ବୈଠକରେରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ସାମାଜିକ ଓ ଆର୍ଥିକ ଭାବେ ପଛୁଆ ପିଲାଙ୍କ ପାଇଁ ଶିକ୍ଷା ଗ୍ରହଣ କ୍ଷେତ୍ରରେ ନାମ ଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ରହିବ…

ଶିକ୍ଷାନୁଷ୍ଠାନରେ ନୂଆ ସଂରକ୍ଷଣ ଲାଗୁ ନିଷ୍ପତ୍ତି

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ କ୍ୟାବିନେଟ୍‌ର ନୂଆ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ନିଆଯାଇଛି । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ…

ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ

ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ । ପୁରୀରେ ବର୍ତ୍ତମାନ ଚନ୍ଦନ ଯାତ୍ରା ଜାରି ରହିଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକ ମୃତ । ଆଜି ଅପରାହ୍ନରେ ଗାଧେଇବା ବେଳେ ଯୁବକ ଜଣକ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ ।…

ଚୀନ ଗଣମାଧ୍ୟମ ଗ୍ଲୋବାଲ୍ ଟାଇମସକୁ ବ୍ୟାନ୍ କଲା ଭାରତ

ଆତଙ୍କବାଦର ଏନ୍ତୁଡ଼ିଶାଳ ପାକିସ୍ତାନକୁ ସମର୍ଥନ କରିବା ଏବଂ ଭାରତୀୟ ସେନା ବିରୁଦ୍ଧରେ ମିଥ୍ୟା ଅପପ୍ରଚାର କରିବା ନେଇ ଚୀନ ଲାଗିଲା ବଡ଼ ଝଟକା । ଚୀନର ସରକାରୀ ସମାଚାର ହ୍ୟାଣ୍ଡେଲ ଗ୍ଲୋବାଲ ଟାଇମ୍ସ ଓ ସିନହୁଆର ଏକ୍ସ ଆକାଉଣ୍ଟକୁ ଭାରତରେ ବ୍ୟାନ୍…

ଏବେ ଓଡ଼ିଶାକୁ ନାହିଁ ବାତ୍ୟା ଭୟ: ପାଣିପାଗ ବିଭାଗ

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏବେ ରାଜ୍ୟରେ ବାତ୍ୟାର ସୂଚନା ନଥିବା ସ୍ପଷ୍ଟ କଲା ପାଣିପାଗ ବିଭାଗ । ମେ ୨୩ରୁ ୨୮ ମଧ୍ୟରେ ବାତ୍ୟା ହେବା ନେଇ ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଛି ପାଣିପାଗ ବିଭାଗ…

ପିପିଲି ନାବାଳିକା ଦୁଷ୍କର୍ମ ମାମଲା; ପୁରୀ ଏସ୍‌ପିଙ୍କୁ ଭେଟି ଦାବିପତ୍ର ପ୍ରଦାନ କଲା ବିଜେଡି

ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୁରୀ ଏସ୍‌ପିଙ୍କୁ ଭେଟିଲା ବିଜେଡି । ଟୁକୁନି ସାହୁଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳର ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ପୁରୀ ଜିଲ୍ଲାର ଏସ୍‌ପିଙ୍କୁ ଭେଟି ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୀଡିତାକୁ ଉପଯୁକ୍ତ ନ୍ୟାୟ…

ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ

ତୁର୍କୀର ସୋସିଆଲ ମିଡିଆକୁ ବ୍ୟାନ କଲା ଭାରତ । ଭାରତରେ ତୁର୍କୀର ସରକାରୀ ସୋସିଆଲ ମିଡିଆ ଟିଆରଟି ବ୍ୟାନ୍‌ ।ପାକିସ୍ତାନକୁ ସହଯୋଗ କରିବା ପ୍ରମାଣ ମିଳିବା ପରେ ବ୍ୟାନ ।ଅପରେସନ ସିନ୍ଦୂର ବେଳେ ପାକିସ୍ତାନକୁ ତୁର୍କୀ ସହଯୋଗ କରିଥିଲା । ସୂଚନା…

ବଢ଼ିଲା ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସୁରକ୍ଷା

ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସୁରକ୍ଷା ବଢ଼ିଲା । ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ବୈଦେଶିକ ମନ୍ତ୍ରୀ ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ଅତିରିକ୍ତ ବୁଲେଟପ୍ରୁଫ୍ ଗାଡ଼ି ସହ ବଢ଼ିଲା ଜୟଶଙ୍କରଙ୍କ ସୁରକ୍ଷା । ଜୟଶଙ୍କରଙ୍କୁ…