Latest Post

୨ ମାସର ରାସନ ମହଜୁଦ ରଖିବାକୁ ନିଜ ନାଗରିକଙ୍କୁ ପାକିସ୍ତାନର ନିର୍ଦ୍ଦେଶ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଭାରତକୁ ନେଇ ଶତ୍ରୁ ରାଷ୍ଟ୍ର ପାକିସ୍ତାନ ଛାନିଆ ହୋଇଥିବାର ଦେଖିବାକୁ ମିଳିଛି ।ପିଓକେରେ ହଜାରେ ମଦ୍ରାସା ବନ୍ଦ କଲା ପାକିସ୍ତାନ । ସୀମାନ୍ତରେ ରହୁଥିବା ନାଗରିକଙ୍କୁ…

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଡିଜିଙ୍କୁ NHRCର ନୋଟିସ୍‌

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଡିଜିଙ୍କୁ ନୋଟିସ୍‌ ଜାରି କରିଛି NHRC । କିଟ୍‌ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ଗମ୍ଭୀରତାର ସହ ନେଇଛି ଜାତୀୟ ମାନବାଧିକାର କମିଶନ୍ । ପୀଡ଼ିତାଙ୍କ…

IAS ନିକୁଞ୍ଜ ଧଳଙ୍କୁ ହଠାତ୍ ଦାୟିତ୍ୱ ମୁକ୍ତ କଲେ ରାଜ୍ୟ ସରକାର

ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସ୍ୱତନ୍ତ୍ର ଦାୟିତ୍ୱରେ ଯୋଗ ଦେବା ପାଇଁ ବରିଷ୍ଠ ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ହଠାତ୍ ରାଜ୍ୟ ସରକାର ଦାୟିତ୍ୱ ମୁକ୍ତ କରିଛନ୍ତି । ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ନିକୁଞ୍ଜ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ…

ନେପାଳୀ ଛାତ୍ରୀ ମୃତ୍ୟୁକୁ ନେଇ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା UGC

କିଟ୍ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛି ୟୁଜିସି । ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC), କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) କ୍ୟାମ୍ପସରେ ପୁଣି ଥରେ ଜଣେ…

ଦୀଘା ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ

ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ଏ ମାମଲାରେ ତଦନ୍ତ କରାଯାଇ ସତ୍ୟାସତ୍ୟ…

୧୦ ତାରିଖରେ ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ ।ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଗୃହ…

ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ: ଗଜପତିରେ ସର୍ବାଧିକ ଓ କୋରାପୁଟରେ ସର୍ବନିମ୍ନ ରହିଛି ପାସ୍‌ହାର

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ। କଟକ ମାଧ୍ୟମିକ ବୋର୍ଡ ଅଫିସରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳତବର୍ଷ ଗଜପତିରେ ପାସ୍‌ହାର ସର୍ବାଧିକ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ

ଆଜି ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ଣ ୪ ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସନ୍ଧ୍ୟା ୬ ଟା ପରେ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଚଳତବର୍ଷ…

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି । କିଛି ମାସ ହେଲା ରାଜ୍ୟରେ ପାର୍ଟ ପ୍ଲଟ୍ ପଞ୍ଜୀକରଣ ବନ୍ଦ ହୋଇଥିବାବେଳେ ଆସନ୍ତା ମାସରେ ପୁଣି ପାର୍ଟ ପ୍ଲଟ୍ ପଞ୍ଜୀକରଣ ଆରମ୍ଭ ହେବାକୁ ଯାଉଛି । ଏନେଇ ଆଜି…

କିଟ୍ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅନୁରୋଧ

କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ନେପାଳ ଦୂତାବାସ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି ହୋଇଛି । ବିଜ୍ଞପ୍ତି ଜରିଆରେ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି । ଏହା ସହ ନେପାଳ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସହ…