ସ୍କୁଲ ଓ ଧାର୍ମିକ ଅନୁଷ୍ଠାନକୁ ଟାର୍ଗେଟ କରୁଛି ପାକିସ୍ତାନ; ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଦିଆଗଲା ସୂଚନା
ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଗତକାଲିର ଆକ୍ରମଣ ନେଇ ସାମ୍ବାଦିକ ସମ୍ମିଳନୀରେ ସବିଶେଷ ସୂଚନା ଦିଆଯାଇଛି । ବୈଦେଶିକ ସଚିବ ବିକ୍ରମ ମିସ୍ରି, ୱିଙ୍ଗ୍ କମାଣ୍ଡର ବ୍ୟୋମିକା ସିଂହ ଓ କର୍ଣ୍ଣେଲ ସୋଫିଆ କ୍ୟୁରେସୀ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଦେଶବାସୀଙ୍କୁ ଆକ୍ରମଣର ସୂଚନା…
ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ପୁଣି ଦିଆଗଲା ନୋଟିସ
ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ପୁଣି ଦିଆଗଲା ନୋଟିସ । ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ୨ ଦିନ ମଧ୍ୟରେ କୈଫିୟତ୍ ଦାଖଲ ପାଇଁ ନିର୍ଦେଶ ଦିଆଯାଇଛି।…
ଜମ୍ମୁରେ ପଢ଼ୁଥିବା ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ ବ୍ୟବସ୍ଥା; ହେଲ୍ପଲାଇନ ନମ୍ବର ଜାରି
ଅପେରସନ ସିନ୍ଦୁର ପରେ ଦୁଇ ଦେଶ ମଧ୍ୟରେ ତୀବ୍ରତା ବଢ଼ିବାରେ ଲାଗିଛି। ଦେଶ ଭିତରେ ହାଇ ଆଲର୍ଟ ଜାରି କରାଯାଉଛି। ।ଲଗାତାର ୩-୪ ଦିନ ହେବ ଜମ୍ମୁ ଅଶାନ୍ତ ରହିଥିବା ବେଳେ ଏବେ ଜମ୍ମୁରେ ପଢ଼ୁଥିବା ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ…
ଭାରତ-ପାକିସ୍ତାନ ଉତ୍ତେଜନା: ବ୍ଲାକ ଆଉଟ୍ ରହିବ ରାଜସ୍ଥାନର ଜୈସେଲମେର ସହର
ଭାରତ-ପାକିସ୍ତାନ ଉତ୍ତେଜନା ବୃଦ୍ଧିକୁ ଦୃଷ୍ଟିରେ ରଖି ଆଜି ବ୍ଲାକ ଆଉଟ୍ ରହିବ ରାଜସ୍ଥାନର ଜୈସେଲମେର ସହର । ସନ୍ଧ୍ୟା ୬ଟାରୁ ସକାଳ ୬ଟା ଯାଏଁ ବ୍ଲାକ୍ ଆଉଟ୍ ଘୋଷଣା । ଏହା ସହ ସଂଧ୍ୟା ୫ଟା ପରେ ସମସ୍ତ ଦୋକାନ ବଜାର…
ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା: ସାମିଲ ହେବ ଟେରିଟୋରିଆଲ୍ ଆର୍ମି
ପହଲଗାମରେ ଆତଙ୍କବାଦୀ ଆକ୍ରମଣର ଜବାବ ପାକିସ୍ତାନକୁ ଅପେରସନ ସିନ୍ଦୁର ଜରିଆରେ ଦେଉଛି ଭାରତ। ଟେରିଟୋରିଆଲ୍ ଆର୍ମିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ । ଭାରତ-ପାକିସ୍ତାନ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ସ୍ଥିତି କାରଣରୁ ଦେଶର ବିଭିନ୍ନ ସ୍ଥାନରେ ହାଇଆଲର୍ଟ ଜାରି କରାଯିବା ସହ ସୁରକ୍ଷା…
ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି; ଗଣମାଧ୍ୟମର ସିଧା ପ୍ରସାରଣ ଉପରେ ଲାଗିଲା କଟକଣା
ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାକୁ ଲାଗୁଥିବା ବେଳେ ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କଲା କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ। ସମସ୍ତ ଗଣମାଧ୍ୟମ ଚ୍ୟାନେଲ, ଡିଜିଟାଲ୍ ପ୍ଲାଟଫର୍ମ ଏବଂ ବ୍ୟକ୍ତିବିଶେଷଙ୍କୁ ପ୍ରତିରକ୍ଷା ଅଭିଯାନ ଏବଂ ସୁରକ୍ଷା ବାହିନୀର…
ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲ୍ ବନ୍ଦ୍
ବନ୍ଦ ହେଲା ଆଇପିଏଲ ୨୦୨୫ । ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାକୁ ଲାଗୁଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲକୁ ସ୍ଥଗିତ ରଖାଯାଇଛି । ମେ ୯ ତାରିଖରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)କୁ ସ୍ଥଗିତ…
ଯୁଦ୍ଧ ସ୍ଥିତିକୁ ନେଇ ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୈଠକ
ସୁରକ୍ଷାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବଡ଼ ବୈଠକ । ଭାରତ ଦ୍ୱାରା ଆତଙ୍କବାଦୀଙ୍କ ବିରୁଦ୍ଧରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ପରେ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହି କାରଣରୁ ପାକିସ୍ତାନ କ୍ରମାଗତ ଭାବେ ଡ୍ରୋନ୍ ଏବଂ ମିସାଇଲ୍ ସାହାଯ୍ୟରେ ଭାରତ ଉପରେ…
ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଚାଟାର୍ଡ ଆକାଉଣ୍ଟ ଫାଇନାଲ ପରୀକ୍ଷା ସ୍ଥଗିତ
CA ପରୀକ୍ଷାକୁ ସ୍ଥଗିତ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ଇନଷ୍ଟିଚ୍ୟୁଟ୍ ଅଫ୍ ଚାର୍ଟର୍ଡ ଆକାଉଣ୍ଟାଣ୍ଟସ୍ ଅଫ୍ ଇଣ୍ଡିଆ ମେ ମାସରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖିଛି । ଦେଶରେ ଅନେକ ରାଜ୍ୟରେ ବର୍ତ୍ତମାନ…
ପଞ୍ଜାବ ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍
ପଞ୍ଜାବ ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍ । ସମସ୍ତ ଲୋକଙ୍କୁ ଘରେ ରହିବାକୁ ଦିଆଗଲା ପରାମର୍ଶ । କୌଣସି ପରିସ୍ଥିତିରେ ଘର ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଏପରିକି ଘର ବାଲକୁନିକୁ ନ ବାହାରିବା ପାଇଁ ସୋଶାଲ ମିଡିଆରେ…