Latest Post

ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି । ବିମାନ ବନ୍ଦରକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ ଅନୁମୋଦନ କରିଛନ୍ତି । ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ…

କୋରାପୁଟ ଛାତ୍ରାବାସରେ ଦୁଷ୍କର୍ମର ଶୀକାର ହୋଇଥିବା ପୀଡିତାଙ୍କୁ ନ୍ୟାୟ ଦେବାକୁ ବିଜେଡିର ଦାବି

କୋରାପୁଟ ଜିଲ୍ଲା ଲମତାପୁଟର ଗୁନେଇପଦା ଏସ୍ ଟି-ଏସ୍ ସି ବାଳିକା ଛାତ୍ରାବାସରେ ଜଣେ ନାବାଳିକା ଦୁଷ୍କର୍ମର ଶୀକାର ହୋଇଥିବା ପ୍ରସଙ୍ଗରେ ଆଜି ବିଜେଡିର ଏକ ମହିଳା ପ୍ରତିନିଧି ଦଳ ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷାଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।…

ସବୁ ଖଣିଜ ଜିଲ୍ଲାର ମେଡିକାଲ କଲେଜ୍‌ରେ ହେବ ଉନ୍ନତ ଟ୍ରମା କେୟାର ବ୍ୟବସ୍ଥା: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା…

ବଳକା ଦାରୁରେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିର୍ମାଣ ହେବା କଥା ମିଛ ବୋଲି କହିଛନ୍ତି ଆଇନମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ ପ୍ରଚାରିତ ହେଉଥିବା ପ୍ରସସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଜ୍ୟ ସରକାରଙ୍କୁ ଅନ୍ତରୀଣ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି ।…

୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା ଓଏସଏସସି

ଏପ୍ରିଲ ୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା ଓଏସଏସସି । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ (OSSC) ସୋମବାର ଏପ୍ରିଲ ୨୭ ତାରିଖରେ ଅନୁଷ୍ଠିତ ହୋଇଥିବା କମ୍ବାଇନ୍ ନିଯୁକ୍ତି ପରୀକ୍ଷା (CRE)କୁ ବାତିଲ କରିଛି । ବିଭିନ୍ନ ବର୍ଗର SI ପାଇଁ…

ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ: ପୁରୀ ଗଜପତି ମହାରାଜ

ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ । ପୁରୀ ବ୍ୟତୀତ ଆଉ କେଉଁଠି ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି କି ଲେଖାଯାଇ ପାରିବ ନାହିଁ । ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କରିଛନ୍ତି ଗଜପତି ମହାରାଜା…

ବିରୋଧ ପରେ ଦୀଘାରୁ ହଟିଲା ‘ଜଗନ୍ନାଥ ଧାମ’ ନାମଫଳକ

ବିରୋଧ ପରେ ଦୀଘାରୁ ହଟିଲା ‘ଜଗନ୍ନାଥ ଧାମ’ ନାମଫଳକ । ପଶ୍ଚିମବଙ୍ଗ ସରକାର ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରି ଏହାକୁ ଜଗନ୍ନାଥ ଧାମ ନାମିତ କରିବା ପରେ ଏହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ବ୍ୟଥିତ କରିଛି। ଏହାରି ଭିତରେ…

ବିଜେଡିର ନୂଆ ସଂଗଠନ ଗଠନ; ତାଲିକାରେ ରହିଛି ମୋଟ ୭୧ ଜଣଙ୍କ ନାଁ

ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମୋଟ ୭୧ ଜଣଙ୍କ ନାଁ ରହିଛି। ସେଥିମଧ୍ଯରୁ ୧୫ ଜଣଙ୍କୁ ଉପସଭାପତି ଦାୟିତ୍ବ ପ୍ରଦାନ କରାଯାଇଥିବା ବେଳେ ୨୦ଜଣଙ୍କୁ…

ବିଜେଡିର ବିଭିନ୍ନ ସେଲ୍‌ ପାଇଁ ବରିଷ୍ଠ ନେତାଙ୍କୁ ମିଳିଲା ଦାୟିତ୍ବ 

ବିଜେଡ଼ି ବିଭିନ୍ନ ଛାମୁହା ସଂଗଠନରେ ଆବାହକ ନିଯୁକ୍ତ କରିଛି। ନିଯୁକ୍ତି ଦେଇଛନ୍ତି ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ। ବିଜେଡିର ବରିଷ୍ଠ ନେତାଙ୍କୁ ବିଭିନ୍ନ ଶାଖା/ସେଲ୍‌ ପାଇଁ ଦାୟିତ୍ବ ବଣ୍ଟନ କରାଯାଇଛି । ଉପସଭାପତି ଓ ସାଧାରଣ ସମ୍ପାଦକ ରାଙ୍କ୍‌ ଥାଇ ଦାୟିତ୍ବ…

ବଳକା ଦାରୁରେ ନିର୍ମାଣ ହୋଇନି ଜଗନ୍ନାଥ ମୂର୍ତ୍ତି: ଆଇନମନ୍ତ୍ରୀ

ଦୀଘା ଜଗନ୍ନାଥ ବିବାଦ ପ୍ରସଙ୍ଗରେ ଆସିଲା ତଦନ୍ତ ରିପୋର୍ଟ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ ରିପୋର୍ଟ ଦାଖଲ କରାଯାଇଛି । ତଦନ୍ତ ରିପୋର୍ଟ ଆସିବା ପରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି ବଳକା ଦାରୁରୁ ମୂର୍ତ୍ତି ତିଆରି ହେବା କଥା…