ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି; ଗଣମାଧ୍ୟମର ସିଧା ପ୍ରସାରଣ ଉପରେ ଲାଗିଲା କଟକଣା
ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାକୁ ଲାଗୁଥିବା ବେଳେ ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କଲା କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ। ସମସ୍ତ ଗଣମାଧ୍ୟମ ଚ୍ୟାନେଲ, ଡିଜିଟାଲ୍ ପ୍ଲାଟଫର୍ମ ଏବଂ ବ୍ୟକ୍ତିବିଶେଷଙ୍କୁ ପ୍ରତିରକ୍ଷା ଅଭିଯାନ ଏବଂ ସୁରକ୍ଷା ବାହିନୀର…
ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲ୍ ବନ୍ଦ୍
ବନ୍ଦ ହେଲା ଆଇପିଏଲ ୨୦୨୫ । ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାକୁ ଲାଗୁଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲକୁ ସ୍ଥଗିତ ରଖାଯାଇଛି । ମେ ୯ ତାରିଖରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)କୁ ସ୍ଥଗିତ…
ଯୁଦ୍ଧ ସ୍ଥିତିକୁ ନେଇ ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୈଠକ
ସୁରକ୍ଷାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବଡ଼ ବୈଠକ । ଭାରତ ଦ୍ୱାରା ଆତଙ୍କବାଦୀଙ୍କ ବିରୁଦ୍ଧରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ପରେ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହି କାରଣରୁ ପାକିସ୍ତାନ କ୍ରମାଗତ ଭାବେ ଡ୍ରୋନ୍ ଏବଂ ମିସାଇଲ୍ ସାହାଯ୍ୟରେ ଭାରତ ଉପରେ…
ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଚାଟାର୍ଡ ଆକାଉଣ୍ଟ ଫାଇନାଲ ପରୀକ୍ଷା ସ୍ଥଗିତ
CA ପରୀକ୍ଷାକୁ ସ୍ଥଗିତ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ଇନଷ୍ଟିଚ୍ୟୁଟ୍ ଅଫ୍ ଚାର୍ଟର୍ଡ ଆକାଉଣ୍ଟାଣ୍ଟସ୍ ଅଫ୍ ଇଣ୍ଡିଆ ମେ ମାସରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖିଛି । ଦେଶରେ ଅନେକ ରାଜ୍ୟରେ ବର୍ତ୍ତମାନ…
ପଞ୍ଜାବ ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍
ପଞ୍ଜାବ ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍ । ସମସ୍ତ ଲୋକଙ୍କୁ ଘରେ ରହିବାକୁ ଦିଆଗଲା ପରାମର୍ଶ । କୌଣସି ପରିସ୍ଥିତିରେ ଘର ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଏପରିକି ଘର ବାଲକୁନିକୁ ନ ବାହାରିବା ପାଇଁ ସୋଶାଲ ମିଡିଆରେ…
ଚାନ୍ଦିପୁରରେ ସୁରକ୍ଷା ପାଇଁ ହାଇଆଲର୍ଟ; ବୈଠକ ଡାକିଲେ ପୂର୍ବାଞ୍ଚଳ ରେଞ୍ଜ ଡିଆଇଜି
ଅପରେସନ ସିନ୍ଦୂର ପରେ ପ୍ରତିଶୋଧର ନିଆଁରେ ଜଳୁଛି ପାକିସ୍ତାନ । ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ତୀବ୍ରତାକୁ ଦୃଷ୍ଟିରେ ରଖି ଭାରତର ସବୁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ହାଇଆଲର୍ଟ ଜାରି କରାଯାଇଛି । ଏନେଇ ଓଡ଼ିଶାର ବାଲେଶ୍ବରସ୍ଥିତ…
ରାଜସ୍ଥାନରେ ପାକିସ୍ତାନୀ ପାଇଲଟ୍ ଧରାପଡ଼ିଥିବା ସୂଚନା
ରାଜସ୍ଥାନର ଜୈସଲମେରରେ ପାକିସ୍ତାନୀ ପାଇଲଟଙ୍କୁ ଭାରତୀୟ ସେନା ଜୀବନ୍ତ ଧରିଛି ବୋଲି ଗୁଇନ୍ଦା ସୂତ୍ରରୁ ଜଣାପଡ଼ିଛି । ପାକିସ୍ତାନର ଆକ୍ରମଣ ଉଦ୍ୟମ ବିଫଳ ହୋଇଛି । ଫୈଜଲାବାଦ ଏବଂ ସରଗୋଧାରେ ଏୟାର ଡିଫେନ୍ସ ସିଷ୍ଟମ ନଷ୍ଟ ହୋଇଛି ତେବେ ଭାରତୀୟ ସେନାର…
ଜମ୍ମୁରେ ପାକିସ୍ତାନର ଆକ୍ରମଣ; ପଞ୍ଜାବ ଓ ରାଜସ୍ଥାନରେ ମଧ୍ୟ ଡ୍ରୋନ୍ ଆକ୍ରମଣ
ଭାରତ ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କାଶ୍ମୀରରେ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିବାର ଗୋଟିଏ ଦିନ ପରେ, ଗୁରୁବାର ରାତି ପ୍ରାୟ ସାଢ଼େ ୮ଟା ସମୟରେ ପାକିସ୍ତାନ ଜମ୍ମୁକୁ ଟାର୍ଗେଟ କରି ଡ୍ରୋନ୍ ଆକ୍ରମଣ କରିଛି । କେବଳ ଜମ୍ମୁ…
ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରି ଏହି ଅଂଚଳର…
ଭାରତର ଡ୍ରୋନ ଆକ୍ରମଣରେ ଧ୍ବସ୍ତବିଧ୍ବସ୍ତ ରାୱଲପିଣ୍ଡି କ୍ରିକେଟ ଷ୍ଟାଡିୟମ। ବାତିଲ ହେଲା ପିଏସଏଲ ମ୍ୟାଚ
ଭାରତ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି । ଏହାରି ମଧ୍ୟରେ ପାକିସ୍ଥାନର ରାୱଲପିଣ୍ଡି କ୍ରିକେଟ ଷ୍ଟାଡିୟମ ଉପରେ ଡ୍ରୋନ୍ ଆକ୍ରମଣ କରିଛି ଭାରତ। PSL ମ୍ୟାଚ୍ ପୂର୍ବରୁ ଭାରତର ଡ୍ରୋନ୍ ଆଟାକ୍ ହୋଇଛି । ଏହି ଡ୍ରୋନ୍ ଆକ୍ରମଣରେ ରାୱଲପିଣ୍ଡି…