ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ
ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି । ଏହି ଚୁକ୍ତି ଉଭୟ ଦେଶର ଅର୍ଥନୀତିରେ ବାଣିଜ୍ୟ, ନିବେଶ, ଅଭିବୃଦ୍ଧି ଏବଂ ରୋଜଗାରକୁ ଉତ୍ସାହିତ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ…
କାଲି ଭାରତ-ପାକିସ୍ତାନ ସୀମାରେ ସମରାଭ୍ୟାସ କରିବ ବାୟୁସେନା
ଭାରତ ଏବଂ ପାକିସ୍ତାନ ମଧ୍ୟରେ ସୀମାରେ ଲାଗି ରହିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଭାରତ ମେ ୭ ଏବଂ ୮ ତାରିଖରେ ଭାରତ-ପାକିସ୍ତାନ ସୀମା ନିକଟରେ ଏକ ବଡ଼ ସମରାଭ୍ୟାସ କରିବାକୁ ଯାଉଛି । ଏହି ଅଭ୍ୟାସରେ ଭାରତୀୟ ବାୟୁସେନା ରାଜସ୍ଥାନ…
ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀଜଗନ୍ନାଥ ଧାମ ପୁରୀ ହିନ୍ଦୁ ଧର୍ମର ଚାରି ଧାମ ମଧ୍ୟରୁ ଗୋଟିଏ ଏବଂ…
ଦୁଗ୍ଧ-ଚାଷୀଙ୍କ ଜୀବନ-ଜୀବିକାକୁ ଅଧିକ ସୁରକ୍ଷିତ କରିଛି ଗୋ-ପାଳନ ଯୋଜନା
ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅନ୍ତର୍ଗତ ଗୋ-ପାଳନ ଯୋଜନାକୁ ମିଳିଛି ପ୍ରାରମ୍ଭିକ ସଫଳତା । ଗତ ତିନି ମାସ ମଧ୍ୟରେ ଏକ ହଜାରରୁ ଉର୍ଦ୍ଧ୍ଵ ଅଧିକ ଦୁଗ୍ଧ ଉତ୍ପାଦନକ୍ଷମ ଗାଈ ଗୋ-ପାଳନ ଯୋଜନାରେ ସାମିଲ ହୋଇଛନ୍ତି । ରାଜ୍ୟରେ ଦୁଗ୍ଧ ଉତ୍ପାଦନ କ୍ଷମତା…
SDIPRO ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ; ମିଳିବ ୬ ମାର୍କ ଗ୍ରେସ୍
SDIPRO (OIS-II) ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗକୁ ନେଇ ଓପିଏସ୍ସି ପକ୍ଷରୁ ଜାରି ହେଲା ବିଜ୍ଞପ୍ତି । ସମସ୍ତ ପରୀକ୍ଷାର୍ଥୀଙ୍କୁ ୬ ମାର୍କ ଗ୍ରେସ୍ ଦେବାକୁ ଓପିଏସ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ଣ୍ଣ ମାର୍କ ୧୦୦ ବଦଳରେ ୯୪ ମାର୍କର…
ଆଗକୁ ଗାଁରେ ହେବ ମକ୍ ଡ୍ରିଲ୍: ସୁରେଶ ପୂଜାରୀ
ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବାକୁ ଯାଉଛି ମକଡ୍ରିଲ୍ । ଅଚାନକ ଆକ୍ରମଣ ହେଲେ କିଭଳି ନିଜକୁ ରକ୍ଷା କରିବେ ତାହାକୁ ନେଇ ହେବାକୁଥିବା ମକଡ୍ରିଲ୍ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
୧,୧୬୪ ଏକର ଜମିରେ ନିର୍ମିତ ହେବ ପୁରୀ ବିମାନ ବନ୍ଦର
ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର…
ମଦର୍ସ ଡେ ପାଇଁ ସେଲଫି ପ୍ରତିଯୋଗିତାର ଶୁଭାରମ୍ଭ କଲେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା
ଆସନ୍ତା ମେ ୧୧ ତାରିଖରେ ସାରା ବିଶ୍ଵରେ ମଦର୍ସ ଡେ ୨୦୨୫ ପାଳିତ ହେବାକୁ ଯାଉଛି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମେ ୬ ରୁ ୧୦ ପର୍ଯ୍ୟନ୍ତ ଏକ ସେଲଫି…
ଟ୍ରେନରୁ ଗାୟବ ହୋଇ ଆହତ ଅବସ୍ଥାରେ ମିଳିଥିବା ଚର୍ଚ୍ଚାକୁ ଖଣ୍ଡନ କଲେ ଜୁଏଲ ଓରାମ, କହିଲେ ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି
କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଚଳନ୍ତା ଟ୍ରେନରୁ ନିଖୋଜ ହୋଇଯିବ ଓ ଦୀର୍ଘ ସମୟ ପରେ ତାଙ୍କୁ ଅନ୍ୟ ଏକ ଟ୍ରେନରୁ ଆହତ ଅବସ୍ଥାରେ ଠାବ କରାଯାଇଥିବା ନେଇ ଜାତୀୟ ଗଣମାଧ୍ୟମର ଖବର ପ୍ରସାରିତ ହେବା ପରେ ପ୍ରତିକ୍ରିୟା…
ଦୀଘା ଜଗନ୍ନାଥ ମନ୍ଦିର ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ: ଶଙ୍କରାଚାର୍ଯ୍ୟ
ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ। ସେ କହିଛନ୍ତି ଜଗନ୍ନାଥ ମନ୍ଦିର ସବୁଠାରେ ପ୍ରତିଷ୍ଠା କରାଯାଇପାରିବ,କିନ୍ତୁ ସେଥିରେ ଧାମ ଶବ୍ଦ ବ୍ୟବହାର କରିବା ଉଚିତ ନୁହେଁ । ପ୍ରଭୁ ଜଗନ୍ନାଥଙ୍କର କେବଳ…