Latest Post

ପାକିସ୍ତାନର ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ; ଜମ୍ମୁ ଓ ପଞ୍ଜାଵରେ ଉଡିଲା ଡ୍ରୋନ୍

ପୁଣି ଭାରତ-ପାକିସ୍ତାନ ସୀମାରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ଜମ୍ମୁ କାଶ୍ମୀର ସାମ୍ବା ସେକ୍ଟରରେ ଏବଂ ପଞ୍ଜାବ ସୀମାରେ ପାକିସ୍ତାନୀ ଡ୍ରୋନ ଦେଖାଯିବା ସହ ବଡ଼ ବିସ୍ଫୋରଣ ଶବ୍ଦ ବି ଶୁଭିଛି । ତେବେ ଭାରତ, ପାକିସ୍ତାନୀ ଡ୍ରୋନକୁ ମାରି…

ମେ ୧୭ ରୁ ପୁଣି ଆରମ୍ଭ ହେବ ଆଇପିଏଲ୍‌; ଜୁନ୍ ୩ ରେ ଫାଇନାଲ୍ ମ୍ୟାଚ୍

ମେ’ ୧୭ ରୁ ପୁଣି ଆରମ୍ଭ ହେବ ଆଇପିଏଲ୍‌‌ ମ୍ୟାଚ । ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ୬ ଟି ଭେନ୍ୟୁରେ ଅବଶିଷ୍ଟ ୧୭ ଟି ମ୍ୟାଚ ଅନୁଷ୍ଠିତ ହେବ । ବେଙ୍ଗାଲୁରୁ, ଦିଲ୍ଲୀ, ଲକ୍ଷ୍ନୌ,…

ଅପରେସନ ସିନ୍ଦୂର ଦେଶର ମାଆ ଓ ଭଉଣୀଙ୍କ ପାଇଁ ସମର୍ପିତ: ନରେନ୍ଦ୍ର ମୋଦି

ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାଇଁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଅପରେସନ ସିନ୍ଦୂର କେବଳ ଗୋଟିଏ ନାଁ ନୁହେଁ, ଏହା ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା । ଅପରେସନ ସିନ୍ଦୂର ଦେଶର ମାଆ…

ଓଡ଼ିଶାରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ

ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଆରଏସ୍‌ଏସ୍‌ ମୁଖ୍ୟ । ଭୁବନେଶ୍ବରରେ ପହଞ୍ଚିବା ପରେ ସିଧା ସଡ଼କପଥରେ କଟକ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ…

ଆଜି ରାତି ୮ଟାରେ ରାଷ୍ଟ୍ରକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ‘ଅପରେସନ୍ ସିନ୍ଦୂର’ ପରେ ଏହା ମୋଦିଙ୍କ ପ୍ରଥମ ସମ୍ବୋଧନ। NSA, CDS, ତିନି ସେନା ମୁଖ୍ୟଙ୍କ ସହ ସରିଛି ଆଲୋଚନା। ଅପରେସନ ସିନ୍ଦୂର ସମ୍ପର୍କରେ…

ଆଲୋଚନା ପୂର୍ବରୁ DGMO ବ୍ରିଫିଂ; ଲଢେ଼ଇ ପାଇଁ ୩ ସେନା ପୂରା ପ୍ରସ୍ତୁତ ହୋଇ ରହିଛି

ଅପରେସନ ସିନ୍ଦୂରକୁ ନେଇ ତିନି ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ଆଲୋଚନା ପୂର୍ବରୁ DGMO ବ୍ରିଫିଂ ।ଅପରେସନ ସିନ୍ଦୂର ନେଇ ଦ୍ବିତୀୟ ବ୍ରିଫିଂ । ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ କହିଲେ ଆମ ଲଢ଼େଇ ଆତଙ୍କବାଦ ଓ ଆତଙ୍କୀଙ୍କ ବିରୋଧରେ…

ଭୁବନେଶ୍ୱର ନୂଆ ଷ୍ଟେସନରୁ ଗଡ଼ିଲା ୩ଟି ଏକ୍ସପ୍ରେସ୍

ଭୁବନେଶ୍ୱର ନୂଆ ଷ୍ଟେସନରୁ ଗଡ଼ିଲା ୩ଟି ନୂଆ ଟ୍ରେନ୍। ଏହା ଦ୍ୱାରା ଭୁବନେଶ୍ୱର ଉତ୍ତର ଏବଂ କଟକ ଆଠଗଡ଼ ଅଞ୍ଚଳର ଲୋକେ ବିଶେଷ ଉପକୃତ ହେବେ। ସେହି ଟ୍ରେନ୍‌ଗୁଡ଼ିକ ହେଲ ଭୁବନେଶ୍ୱର-CSMT ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସ, ଭୁବନେଶ୍ୱର-ସିକନ୍ଦରାବାଦ-ଭୁବନେଶ୍ୱର ବିଶାଖା ଏକ୍ସପ୍ରେସ ଏବଂ…

ଶ୍ରୀମନ୍ଦିର ସୁରକ୍ଷା ପାଇଁ ଜଗିବ ବଜ୍ର ଯାନ

ଶ୍ରୀମନ୍ଦିର ସୁରକ୍ଷାରେ ମୁତୟନ ହେଲା ଆର୍ମଡ୍‌ ଭେଇକିଲ୍‌‌ । ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କରିଛନ୍ତି ଡିଜିପି ୱାଇବି ଖୁରାନିଆ । ଶ୍ରୀମନ୍ଦିର ସୁରକ୍ଷାରେ ଯୋଡି ହେଲା କେନ୍ଦ୍ର ସୁରକ୍ଷା ବଳର ବଜ୍ର ଯାନ । ଏଥିରେ ବିଭିନ୍ନ ଅତ୍ୟାଧୁନିକ…

ଅପରେସନ୍ ସିନ୍ଦୂରର ସଫଳତା; ଆହୁରି ଭୋଗିବ ପାକିସ୍ତାନ: ସମ୍ବିତ ପାତ୍ର

ଆହୁରି ଭୋଗିବ ପାକିସ୍ତାନ। ଅପରେସନ୍ ସିନ୍ଦୂରର ସଫଳତା ପରେ ପ୍ରଥମ ଥର ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳର ମୁଖପାତ୍ର ତଥା ପୁରୀ ଲୋକସଭା ସାଂସଦ ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଅପରେସନ ‘ସିନ୍ଦୂର’କୁ ନେଇ ବିଜେପି…

ଟେଷ୍ଟରୁ ଅବସର ନେଲେ ବିରାଟ କୋହଲି

ଟେଷ୍ଟରୁ ସନ୍ନ୍ୟାସ ନେଲେ ବିରାଟ କୋହଲି । ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଅବସର ଘୋଷଣା କଲେ ବିରାଟ । କିଛିଦିନ ତଳେ ଅବସର ନେଇଥିଲେ ରୋହିତ ଶର୍ମା । ଗତ ସପ୍ତାହରେ ବିରାଟ ଅବସର ନେବାକୁ ଇଚ୍ଛା ପ୍ରକାଶ କରିଥିଲେ। ଆଜି…