ପୁଣି ଆଇପିଏସ୍ ପଣ୍ଡିତ ରାଜେଶଙ୍କ ନିଲମ୍ୱନ ଆଦେଶ ବୃଦ୍ଧି
ପୁଣି ବଢ଼ିଲା ୨୦୦୭ ବ୍ୟାଚ ଆଇପିଏସ୍ ପଣ୍ଡିତ ରାଜେଶଙ୍କ ନିଲମ୍ୱନ ଅବଧି । ଆଉ ମାସେ ନିଲମ୍ୱନ ଆଦେଶ ବଢ଼ାଇଲା ଗୃହ ମନ୍ତ୍ରଣାଳୟ । ମହିଳାଙ୍କୁ ଦୁର୍ବ୍ୟବହାର ପାଇଁ ନିଲମ୍ୱନ ହୋଇଛନ୍ତି ପଣ୍ଡିତ ରାଜେଶ । ସୂଚନା ଯୋଗ୍ୟ; ଆଇପିଏସ ରାଜେଶ…
ଆତ୍ମସମର୍ପଣ କଲେ ୨୪ ମାଓବାଦୀ
ପୁଣି ମାଓସଂଗଠନକୁ ବଡ଼ ଝଟକା । ଏକାବେଳେ ଆତ୍ମସମର୍ପଣ କରିଛନ୍ତି ଛତିଶଗଡ ବିଜାପୁରରେ ୨୪ ମାଓବାଦୀ । ଛତିଶଗଡ଼ରେ ପୂର୍ବ ଏବଂ ପଶ୍ଚିମ ବସ୍ତର ଡିଭିଜନର ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ୨୪ ଜଣ ମାଓବାଦୀ ଛତିଶଗଡ଼ ବୀଜାପୁର…
ଜମ୍ମୁ-କାଶ୍ମୀର ୮୭ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ୪୮ଟିକୁ ବନ୍ଦ କଲେ ଜାମ୍ମୁ-କାଶ୍ମୀର ସରକାର
ଜମ୍ମୁ-କାଶ୍ମୀର ୮୭ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ବନ୍ଦ ହେଲା ୪୮ଟି। ପର୍ଯ୍ୟଟନ ସ୍ଥଳକୁ ବନ୍ଦ କଲେ ଜାମ୍ମୁ-କାଶ୍ମୀର ସରକାର। ଆତଙ୍କବାଦୀ ଆକ୍ରମଣ ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଏଗୁଡ଼ିକୁ ବନ୍ଦ କରିଦିଆଯାଇଥିବା ସୂଚନା ମିଳିଛି। ଦେଶ ସମେତ ବିଦେଶରୁ ମଧ୍ୟ…
ଆଜି ସରୁଛି ପାକିସ୍ତାନୀଙ୍କ ଡେଡଲାଇନ୍
ଆଜି ସରୁଛି ଭାରତରେ ଥିବା ପାକିସ୍ତାନୀଙ୍କ ଡେଡଲାଇନ୍। ମେଡିକାଲ୍ ଭିସା ନେଇ ଭାରତକୁ ଆସିଥିବା ପାକିସ୍ତାନ ନାଗରିକ ଆଜିସୁଦ୍ଧା ନିଜ ଦେଶକୁ ଫେରିବେ। ୨୯ ତାରିଖ ପର୍ଯ୍ୟନ୍ତ ସେମାନେ ଭାରତରେ ରହିପାରିବେ ବୋଲି କୁହାଯାଇଥିଲା । ତେବେ ସାର୍କ୍ ଭିସାଧାରୀ ପାକିସ୍ତାନୀଙ୍କ…
ଓଡ଼ିଶାରୁ ୩ ଜଣଙ୍କୁ ମିଳିଲା ପଦ୍ମଶ୍ରୀ ପୁରସ୍କାର
ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତ ବିଜେତାଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ତେବେ ଓଡ଼ିଶାରୁ ୩ ଜଣ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ସେମାନେ ହେଲେ ଅଦ୍ୱେତ ଚରଣ ଗଡ଼ନାୟକ (କଳା), ପ୍ରଫେସର (ଡ.…
ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ
ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬…
ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଉପରେ ଆକ୍ରମଣ
ପୁରୀ ଜିଲ୍ଲା, ମଙ୍ଗଳପୁର ପଞ୍ଚାୟତ ଅନ୍ତର୍ଗତ ବରଜୁପାଟଣା ଗାଁରେ ଆୟୁଷ୍ମାନ କାର୍ଡ ବଣ୍ଟନ ପାଇଁ ଯାଇଥିବା ବେଳେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଗାଡ଼ି ଉପରେ ଜଣେ ଦୁର୍ବୁତ୍ତ ଆକ୍ରମଣ କରିଛି । ସୂଚନା ଅନୁଯାୟୀ, ବିଧାୟକ ଗାଡ଼ିରୁ ଓହ୍ଲାଇ ଯାଇଥିବା…
ନବ ଦାସ ମାମଲାରେ ଖୁବ୍ଶୀଘ୍ର ଦାଖଲ ହେବ ଫାଇନାଲ୍ ରିପୋର୍ଟ: କ୍ରାଇମ୍ବ୍ରାଞ୍ଚ୍ ଡିଜି
ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଖୁବ୍ଶୀଘ୍ର ଦାଖଲ ହେବ ଫାଇନାଲ୍ ରିପୋର୍ଟ । ଏ ନେଇ ଆଜି ସୂଚନା ଦେଇଛନ୍ତି କ୍ରାଇମ୍ବ୍ରାଞ୍ଚ୍ ଡିଜି ବିନୟତୋଷ ମିଶ୍ର । ସେ କହିଛନ୍ତି ଅନ୍ତରୀଣ ଚାର୍ଜସିଟ୍ ବଳରେ ମାମଲାର ବିଚାର ଚାଲିଛି…
ଜାମ୍ମୁ-କାଶ୍ମୀର ପାଇଁ ରାଜ୍ୟ ମାନ୍ୟତା ଫେରିବା ଦାବିରୁ ଓହରି ନାହୁଁ; କିନ୍ତୁ ଏବେ ସେ ସମୟ ନୁହେଁ: ଓମାର ଅବଦୁଲ୍ଲା
କେଉଁ ମୁହଁରେ ରାଜ୍ୟ ମାନ୍ୟତା ମାଗିବି । ଆଜି ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ଏହି ପରି କହିଛନ୍ତି ଜାମୁ ଓ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା । ସେ କହିଛନ୍ତି ଏବେ ଜାମ୍ମୁ-କାଶ୍ମୀର ପାଇଁ ରାଜ୍ୟ ମାନ୍ୟତା ଦାବି ସମୟ ନୁହେଁ…
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଆଲୋଚନା
କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ସାକ୍ଷାତ କରିବା ସହିତ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। କେନ୍ଦ୍ରାପଡାର ତଳି ଅଞ୍ଚଳକୁ ଜଳମଗ୍ନ ହେବାରୁ…