ଓଡ଼ିଶାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଛନ୍ତି । ଏହାସହ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।ଅସୀମ ପ୍ରାକୃତିକ ସମ୍ପଦ, ଜଳ, ଜଙ୍ଗଲ, ଜମି ଓ ଖଣି ଖାଦାନରେ ଭରା ଓଡ଼ିଶା।…

ରାଜଧାନୀରେ ନବୀନଙ୍କ ରୋଡ ଶୋ’

ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ । ହାଇଟେକ୍ ବସରେ ବସି ରୋଡ ଶୋ’ କଲେ ନବୀନ।ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ଶିଶୁଭବନ ଛକରେ ସାରିଥିଲା। ମୁଖ୍ୟମନ୍ତ୍ରୀ ହାତ…

ବିଜେପିରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ବିଜେପିରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି । ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍ ଫେରାଇ ନେଇଥିଲା । ଯାହା ପରେ…

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ

ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଂଜନ ବଳିୟାରସିଂହ । ସେ ଆଜି ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ । ରମା ଓ ତାଙ୍କ ସମର୍ଥକଙ୍କୁ…

ସୋମବାର ପୁରୀରେ ବିଶାଳ ରୋଡ୍‌ ଶୋ କରିବେ ପ୍ରଧାନମନ୍ତ୍ରୀ

ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ଟାର୍ଗେଟରେ ଓଡ଼ିଶା । ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନ ବିଜେପି କେନ୍ଦ୍ର ନେତାଙ୍କ ଓଡ଼ିଶା ଘନଘନ ଗସ୍ତ ରାଜନୀତିକୁ ଆହୁରି ସରଗରମ କରୁଛି । ନିର୍ବାଚନ ପ୍ରଚାର ମଧ୍ୟରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି। ପୁରୀ…

ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର:ନଡ୍ଡା

ଆଜି ଅପରାହ୍ନରେ ପ୍ରଚାର ପାଇଁ ପଦ୍ମପୁରରେ ପହଞ୍ଚିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ଏଠାରେ ଜନସଭାରେ ଉଦବୋଧନ ଦେଇ ନବୀନଙ୍କୁ ଟାର୍ଗେଟ କରିଛନ୍ତି ନଡ୍ଡା। କହିଲେ ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର । ଓଡ଼ିଶା ଲୋକ ଜଣେ ମୁଖ୍ୟମନ୍ତ୍ରୀ…

ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଲେ ପ୍ରଦୀପ ପାଣିଗ୍ରାହୀ

ନିଜକୁ ଅସୁରକ୍ଷିତ ମଣୁଛନ୍ତି ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ମ‌ୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମଣୁଛି।…

କଳାପଥର ମାଇନ୍ସରେ ଧସିଲା ମାଟି ଅତଡ଼ା; ଜଣେ ମୃତ,୩ଜଣ ଶ୍ରମିକ ନିଖୋଜ

ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଡଙ୍କାରି ପାହାଡ଼ର କଳାପଥର ମାଇନ୍ସରେ ମାଟି ଅତଡ଼ା ଧସିପଡ଼ିଛି । ପଥର ଖୋଳୁ ଖୋଳୁ ମାଟି ଅତଡ଼ା ଧସିପଡ଼ିବାରୁ ଚାପିହୋଇ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୩ ଜଣଙ୍କ ପତ୍ତା ମିଳୁନଥିବା…

ଖଲ୍ଲିକୋଟରେ ପୋଲିସ୍‌ ଭ୍ୟାନକୁ ବୋତଲ ଓ ପଥର ମାଡ଼; ୧୪୪ ଜାରି କଲା ପ୍ରଶାସନ

ପୁଣି ଖଲ୍ଲିକୋଟରେ ହିଂସା ଦେଖିବାକୁ ମିଳିଛି । ବିଜେପି କର୍ମୀ ଦିଲୀପ ପାହାଣଙ୍କ ମୃତ୍ୟୁ ପରେ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଖଲ୍ଲିକୋଟରେ ହିଂସାକାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କୁ ଥାନାକୁ ନେଲାବେଳେ ଘେରିଲେ ଗାଁ ଲୋକେ । ପୋଲିସ ଗାଡି…

ପୁରୀରେ ମଠ ଭଙ୍ଗାଯିବା ଅଭିଯୋଗରେ ସଫେଇ ଦେଲେ ପାଣ୍ଡିଆନ

ପୁରୀ ପରିକ୍ରମା ପ୍ରକଳ୍ପ ଆଳରେ ମଠ ଭଙ୍ଗାଯିବା ନେଇ ବିଜେପି ଅଭିଯୋଗ କରିବା ପରେ ଆଜି ସଫେଇ ଦେଉଛନ୍ତି ପାଣ୍ଡିଆନ। ସୋସିଆଲ ମିଡିଆରେ ପାଣ୍ଡିଆନ ଏକ ଭିଡିଓ ଜାରି କରି କହିଛନ୍ତି, ପୁରୀ ପରିକ୍ରମା ପ୍ରକଳ୍ପ ସମୟରେ ଐତିହାସିକ ମଠ ଓ…